You can write and publish your own articles here.
Please download the app to get started.

Download App

ରେବତୀ

ଫକୀରମୋହନ ସେନାପତି

କଟକ ଜିଲ୍ଲାର ହରିହରପୁର ପ୍ରଗନା ମଧ୍ୟରେ ଗୋଟିଏ ମଫସଲ ଗ୍ରାମ ନାମ ପାଟପୁର । ଗ୍ରାମ ମୁଣ୍ଡାମୁଣ୍ଡିରେ ଗୋଟିଏ ଘର । ଆଗିଲି ପିଛିଲି ଚାରିବଖରା, ଖଞ୍ଜା ପାଚିରୀ ଚାଲିଆରେ ଢିଙ୍କିଶାଳ, ଅଗଣା ମଧ୍ୟରେ କୂଅ, ଆଗକୁ ଦାଣ୍ଡ ଦୁଆର ପଛକୁ ବାଡି ଦୁଆର । ଦାଣ୍ଡ ଦୁଆର ମେଲାଘରେ ଦାଣ୍ଡ ଲୋକ ବସା ଉଠା କରନ୍ତି, ପ୍ରଜା ମାନେ ଖଜଣା ଦେବାକୁ ଆସି ଏହିଠାରେ ବସନ୍ତି । ଶ୍ୟାମବନ୍ଧୁ ମହାନ୍ତି ଜମିଦାର ତରଫରୁ ଗ୍ରାମର କରଣ, ମାସକୁ ଦରମା ଦୁଇ ଟଙ୍କା, ଦରମା ଛାଡି ପାଉତି ବିଶୋଧନୀ, ବାହାଲହଣା ଇତ୍ୟାଦି ରୁ ଦୁଇ ପଇସା ହାତପୈଠ ହୁଏ । ସବୁ ମିଶାଇଲେ ମାସକୁ ଚାରି ଟଙ୍କାରୁ ଊଣା ହେବ ନାହିଁ, ସଂସାର ଏକରକମର ଚଳେ । ଏକରକମ କିଆଁ ? ବୋଇଲେ ଭଲ ଚଳେ । ଏଇଟା ହେଲା ନାହିଁ, ସେଇଟା ଘରେ ନାହିଁ, ଏପରି କଥା ଘରର କାହାରି.......Read More

Category: ଗଳ୍ପ (ପୁରାତନ) | Language: Odia




Enhance Your Experience

Download our mobile app to enjoy a smoother experience and start writing your stories anytime, anywhere.

Download App