You can write and publish your own articles here.
Please download the app to get started.

Download App

ଡାକମୁନ୍‌ସି

ବ୍ୟାସକବି ଫକୀର ମୋହନ ସେନାପତି

ହରି ସିଂହ ସରକାରୀ କର୍ମରେ ବାହାଲ ହେବା ଦିନଠାରୁ ମଫସଲର ସାନ ବଡ଼ ଅନେକ ପୋଷ୍ଟ ଅଫିସ୍‌କୁ ବଦଳି ହୋଇ କର୍ମ ଇଞ୍ଜାମ କରି ଆସିଲେଣି । ଆଜକୁ ଦଶ ବରଷ ହେଲା କଟକ ସଦର ପୋଷ୍ଟଅଫିସ୍‌ରେ ବରାବର ରହି କର୍ମ କରୁଛନ୍ତି । ଭଲରୂପେ କର୍ମ କରିବାରୁ ପ୍ରମୋଶନ ପାଇଲେଣି । ବର୍ତ୍ତମାନ ହେଡ଼ ପିଅନ, ଦରମା ମାସକୁ ନଅ ଟଙ୍କା । କଟକ ସହରରେ ସବୁ ଜିନିଷ କିଣା । ନିଆଁ ଟିକକ ପାଇଁ ଦିଆସିଲ୍‌ ଲାଇଟା ମଧ୍ୟ ନ କିଣିଲେ ନୁହେଁ । ଅତି କଷ୍ଟରେ ଚଳି ସୁଦ୍ଧା ମାସକୁ ପାଞ୍ଚ ଟଙ୍କାରୁ ଊଣା ଖରଚ ପଡ଼େ ନାହିଁ । କୌଣସି ରୂପେ ଘରକୁ ଚାରିଟଙ୍କା ନ ପଠାଇଲେ ନୁହେଁ । ଘରେ ସ୍ତ୍ରୀ ଆଉ ଆଠ ବରଷର ପୁଅ ଗୋପାଳ । ମଫସଲ ଜାଗା, ଚାରି ଟଙ୍କାରେ କୌଣସି ରୂପେ ଟାଣଟୁଣ ହୋଇ ଚଳିଯାଏ ।.......Read More

Category: ଗଳ୍ପ (ପୁରାତନ) | Language: Odia




Enhance Your Experience

Download our mobile app to enjoy a smoother experience and start writing your stories anytime, anywhere.

Download App